Millions of titlesEvery book you're looking for
Carbon-neutral shippingFree on orders over $39.99
Fast shipping worldwideDelivered to your door
ଏଇ ଗଳ୍ପ ସଂକଳନ - 'ଅଳ୍ପ ଗଳ୍ପ'ରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ୍ର]୍ୟ ।
- Author:
- Sneha Mishra
- Publisher:
- Black Eagle Books
- Publication Date:
- Mar 23, 2022
- Number of pages:
- 104 pages
- Language:
- Oriya
- Binding:
- Paperback/Fiction
- ISBN-10:
- 1645602613
- ISBN-13:
- 9781645602613