Millions of titlesEvery book you're looking for
Carbon-neutral shippingFree on orders over $39.99
Fast shipping worldwideDelivered to your door
"ଅପରାପର" କବିତା ରୂପରେ ଏକ ଚେତନା, ଏକ ସ୍ବର, ଶିହରଣ । ଏ ତିନି ସ୍ତରର, ଚାରି ପାଖରେ ଆଖି ଆଗରେ ଘଟୁଥିବା ସ୍ଥୂଳ ବାସ୍ତବତା ତ କେତେବେଳେ ଆଖି କୁ ଦିଶୁ ନ ଥିବା ସୂକ୍ଷ୍ମ ଅବବୋଧ, ଯାହା ଖାଲି ଅନୁଭବ କରି ହୁଏ, କହି ହୁଏ ନାହିଁ । ଆଉ ଗୋଟିଏ ସ୍ତର ହେଲା ଅର୍ଦ୍ଧ ଜାଗ୍ରତ ଅର୍ଦ୍ଧ ସୁପ୍ତ ଅବସ୍ଥା । ଏ କବିତା ତିନି ସ୍ତରକୁ ଛୁଇଁବାକୁ ଚେଷ୍ଟା କରିଛି । ଏ କେତେବେଳେ ଲୌକିକତା ରେ ଛନ୍ଦା ତ କେତେବେଳେ ଅଲୌକିକତା ରେ ବନ୍ଧା । ପ୍ରତି କବିତା ଲେଖିଲା ବେଳେ ମୁଁ ଅନୁଭବ କରିଛି କିଛି ଅଲୌକିକ ଆଚ୍ଛନ୍ନତା । "ଅ" ଗୋଟିଏ ଶକ୍ତିଶାଳୀ ଅକ୍ଷର, ଓଁକାର ର ପ୍ରଥମ ଅକ୍ଷର । ଏ ଅକ୍ଷର କରିପାରେ ଅସମ୍ଭବ କୁ ସମ୍ଭବ ଓ ସମ୍ଭବ କୁ ଅସମ୍ଭବ । ଏ ବହିର ପ୍ରତ୍ୟେକ କବିତା "ଅ" କାର ରେ ଆରମ୍ଭ । ଆଶା ଏ ପାଠକଙ୍କୁ ଆଛନ୍ନ କରି ରଖିବ ।
- Author:
- Ashok Kumar Singha
- Publisher:
- Black Eagle Books
- Publication Date:
- March 17, 2021
- Number of pages:
- 110 pages
- Language:
- Oriya
- Binding:
- Paperback
- ISBN-10:
- 1645601765
- ISBN-13:
- 9781645601760