Skip to main content
Free carbon-neutral shipping over $39.99  ·  Thousands of books on sale — sale ends soon

Badhi

by Bibhuti Bhusan Pradhan

Black Eagle Books

Paperback/Fiction 120 pages Oriya Jun 30, 2022

(No reviews yet) Write a Review
Millions of titlesEvery book you're looking for
Carbon-neutral shippingFree on orders over $39.99
Fast shipping worldwideDelivered to your door
ନରାଜ ଡେଇଁଲେ ମହାନଦୀ ଯେମିତି ଖିଆଲୀ, ତା'ର ନେଟ୍]ୱାର୍କ ବି ସେମିତି ବିଚିତ୍ର । କେନ୍ଦ୍ରାପଡ଼ା ଜିଲ୍ଲାର ଦାନପୁର ପାଖରୁ ମହାନଦୀର ଏକ ପ୍ରଶାଖା ଲୁଣାନଈରୁ କରାଣ୍ଡିଆ ବାହାରି କଳପଡ଼ା ପାଖରେ ପୁଣି ମିଶିଯାଇଛି । ମଝିରେ ତେରଖଣ୍ଡ ଧୋଇୟା ଗାଁର ସବୁଜ ମାନଚିତ୍ର । ତାଆରି ଭିତରୁ ସବା ତଳମୁଣ୍ଡ ଗାଁରେ ହେତୁ ପାଇଲା ଦିନୁ ମୁଁ ପ୍ରତିବର୍ଷ ଦେଖିଛି ବନ୍ୟାର ଭୀମକାନ୍ତ ରୂପ ।ହଁ; ଭୀମକାନ୍ତ ହିଁ । ଅଜସ୍ର ଫେଣ ଚବକେଇ, ଭଉଁରୀ କାଟି ବନ୍ୟା ଯେତେବେଳେ ଆସେ, ଆସେ ସ୍ପର୍ଦ୍ଧିତ ଆବେଗରେ । ମୋତେ ଲାଗେ, ଜଙ୍ଗଲର ରାଜାଧିରାଜ ପାରିଧିରେ ବିଜେ କରୁଛି । ମୁଁ ମୁଗ୍ଧ ଦୃଷ୍ଟିରେ ତାକୁ ଚାହିଁ ରୁହେ । ପୁଣି ଅଜସ୍ର ଜଞ୍ଜାଳ ପଛରେ ପକେଇ ବନ୍ୟା ଯେତେବେଳେ ଛାଡ଼ି ଯାଏ ନଈର ଝାଉଁଳା ମୁହଁ ଦିଶେ ମଲାଜହ୍ନ ପରି ପାଂଶୁଳ । ଗତବର୍ଷର ମହାପ୍ଳାବନ ଛତିଶଗଡ଼ରେ ବସି ଟି.ଭି.ରେ ଦେଖିଲା ବେଳେ, ମୋତେ ଲାଗୁଥିଲା, ମୁଁ ଠିଆ ହୋଇଛି କରାଣ୍ଡିଆ ନଈ ଅତଡ଼ା ଦାଢ଼ରେ । ମୋ' ଆଗରେ କରାଣ୍ଡିଆର ଅତଳସ୍ପର୍ଶୀ ନୀଳ ଡଅଁର । ପୀତାମ୍ବର ବାବୁ ଏଥର ଉପନ୍ୟାସ ପାଇଁ ଅନୁରୋଧ କଲାବେଳେ ସେହି ଡଅଁର ବୋଧେ ମୋତେ ବାଧ୍ୟ କରି ଟାଣି ନେଇଛି 'ବଢ଼ି' ଆଡ଼େ । ନହେଲେ ପ୍ରକୃତ ଯୋଜନା ଥିଲା ଅନ୍ୟ ଉପନ୍ୟାସ ପାଇଁ । ଆଉଥରେ ବି ଲେଖିଥିଲି, ବାଘେଇ ଘାଟ କଥା, ବାଲିଘାଇ ଗାଁ କଥା । ବହୁ କୌତୂହଳୀ ପାଠକ ସେତେବେଳେ ପଚାରିଥିଲେ, ବାଘେଇ କେଉଁଠି, କେଉଁଠି ବାଲିଘାଇ?କଟକ ତଳହଟୀ ସବୁ ଘାଟ ତ ମୋତ
Author:
Bibhuti Bhusan Pradhan
Publisher:
Black Eagle Books
Publication Date:
Jun 30, 2022
Number of pages:
120 pages
Language:
Oriya
Binding:
Paperback/Fiction
ISBN-10:
1645602931
ISBN-13:
9781645602934