Skip to main content
Free carbon-neutral shipping over $39.99  ·  Thousands of books on sale — sale ends soon

Bhaba Anubhaba

by Fakir Mohan Sahoo, Kalpana Sahoo

Black Eagle Books

Paperback NA pages Oriya May 29, 2024

(No reviews yet) Write a Review
Millions of titlesEvery book you're looking for
Carbon-neutral shippingFree on orders over $39.99
Fast shipping worldwideDelivered to your door
କବିତା ସାହିତ୍ୟର ଏକ ଗୁରୁତ୍ବ ପୂର୍ଣ୍ଣ ଅଙ୍ଗ । ମନର ଆବେଗ ଓ ଉଚ୍ଛ୍ବାସକୁ ସ୍ବତଃସ୍ଫୁର୍ତ୍ତ ଭାବେ ଭାଷାରେ ରୂପ ଦେଇଥାଏ କବିତା। ଗଗନ ବିହାରୀ ପାଣିଗ୍ରାହୀଙ୍କର କବିତା ସଂକଳନ "ଭାବ-ଅନୁଭବ"ର କବିତା ଗୁଡ଼ିକ ପଢ଼ିଲେ ଲାଗେ ସତେ ଯେପରି କବିତା ମାଧ୍ୟମରେ କବିଙ୍କର ମନର ଆବେଗ ଭାଷାରେ ପରି ପ୍ରକାଶ ହୋଇଛି। ଏଥିରେ ସନ୍ନିବେଶିତ କବିତା ଗୁଡ଼ିକ ପୂର୍ବ ସଙ୍କଳନ ପରି ଛନ୍ଦୋବଦ୍ଧ ଓ ସୁୁଖପାଠ୍ୟ। ଛନ୍ଦୋବଦ୍ଧ କବିତା ଲେଖିବା କବିଙ୍କର ବିଶେଷତ୍ବ। ଭାଷା ଯେପରି ସରଳ ଭାବ ସେହି ପରି ତରଳ। ଲାଳିତ୍ୟରେ ପୁଟ ଦିଆ କବିତା ଗୁଡିକ ପାଠକଲେ ଲାଗେ ନଦୀର ସ୍ରୋତ ପରି ଏହା ପ୍ରବାହିତ ହେଉଅଛି । ଆଜିକାଲିର ଆଧୁନିକ କବିତା ଭଳି ଦୁର୍ବୋଧ୍ୟତା ଓ ଅବୋଧ୍ୟତା କୌଣସି କବିତାରେ ପରିଲକ୍ଷିତ ହୁଏ ନାହିଁ । କ୍ଷୁଦ୍ର ବୃହତ ସତୁରିଟି କବିତାର ଗୁଚ୍ଛ ଏ ସଂକଳନ । କଥାବସ୍ତୁ କେବଳ ଓଡ଼ିଶାରେ ସୀମିତ ନରହି ଏହା ବିସ୍ତାରୀ ଯାଇଛି ସାରା ବିଶ୍ବକୁ । ବିଷୟ ବସ୍ତୁରେ ସ୍ଥାନ ପାଇଛି ରାମାୟଣ ଓ ମହାଭାରତର ଗଳ୍ପ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧର ବିଭୀଷିକା, କୋଭିଡ଼ ମହାମାରୀ ସମୟରେ ଜୀବନ ଓ ଜୀବିକା, ଆଧ୍ୟାତ୍ମିକ, ସାମାଜିଜ, ରାଜନୈତିକ, ବ୍ୟଙ୍ଗ ଓ ରମ୍ୟ ରଚନା । ନାନା ପ୍ରକାର ବିଷୟ ବସ୍ତୁ ହୋଇ ଥିବାରୁ ଏହାର ସମସ୍ତ କବିତାକୁ ସାତଟି ବିଭାଗରେ ବିଭକ୍ତ କରା ହୋଇଅଛି । କବିତା ଗୁଡ଼ିକରେ ଓଡିଆ ଓ ଓଡିଶାର ଚିରାଚରିତ କବିତା ଶୈଳୀ ସହ ସନେଟ୍], ଲିରିକ୍ସ, ଏଲିଜି ଓ ବାଲା
Author:
Fakir Mohan Sahoo, Kalpana Sahoo
Publisher:
Black Eagle Books
Publication Date:
May 29, 2024
Number of pages:
NA pages
Language:
Oriya
Binding:
Paperback
ISBN-10:
1645601374
ISBN-13:
9781645601371