Millions of titlesEvery book you're looking for
Carbon-neutral shippingFree on orders over $39.99
Fast shipping worldwideDelivered to your door
ଏଇ ଗଳ୍ପ ସଂକଳନ - ଭିନ୍ନ ସ୍ରୋତ ରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି। ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ। ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ। ଏକ ସାଧାରଣ/ସ୍ଵାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ। ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ର ମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ଵାତନ୍ତ୍ର୍ୟ।
- Author:
- Sneha Mishra, Ramakant Samantaray
- Publisher:
- Black Eagle Books
- Publication Date:
- March 19, 2021
- Number of pages:
- 114 pages
- Language:
- Oriya
- Binding:
- Paperback
- ISBN-10:
- 1645601692
- ISBN-13:
- 9781645601692