Skip to main content
Free carbon-neutral shipping over $39.99  ·  Thousands of books on sale — sale ends soon

Haluka Manisha

by Milan Kundera

Black Eagle Books

Paperback 312 pages Oriya Nov 21, 2021

(No reviews yet) Write a Review
Millions of titlesEvery book you're looking for
Carbon-neutral shippingFree on orders over $39.99
Fast shipping worldwideDelivered to your door
ଜୀବନଟା କାହା ପାଇଁ କେମିତି । ଜଣକ ପାଇଁ ଜୀବନ ପକ୍ଷୀର ପର ପରି ହାଲୁକା ତ ଆଉ କାହା ପାଇଁ ଗୋଟେ ଓଜନିଆ ପଥର ପରି ବୋଝ । କୁନ୍ଦେରାଙ୍କ ଦୃଷ୍ଟିରେ ଆମର ବୋଝ ଯେତିକି ଅଧିକ ହୁଏ, ମାଟି ସହିତ ଜୀବନ ସେତିକି ନିବିଡ଼ ହୁଏ । ଅପରପକ୍ଷେ ବୋଝ ନଥିଲେ ମଣିଷର ଜୀବନ ପବନ ପରି ହାଲୁକା ହେଇଯାଏ । ଉପରକୁ ଉଠିଉଠିକା ଯାଏ ଆଉ ମଣିଷର ଜୀବନ କ୍ରମଶଃ ଅର୍ଦ୍ଧସତ୍ୟ ଓ ନଗଣ୍ୟ ହେଇଯାଏ । ତେବେ ଆମେ କୋଉଟାକୁ ବାଛିବା କଥା- ହାଲୁକା ନା ଓଜନ? ତାଙ୍କର ବହୁ ଚର୍ଚ୍ଚିତ ଉପନ୍ୟାସ 'The Unbearable Lightness of Being' ରେ ଏପରି ଏକ ଜୀବନ ଦର୍ଶନକୁ ଏକ ଭିନ୍ନ ଶୈଳୀରେ ଅବତାରଣା କରାଯାଇଛି ।"ହାଲୁକା ମଣିଷ'- ଏହି ବହିଟିର ଓଡ଼ିଆ ଅନୁବାଦ ଆମର ଓଡ଼ିଆ ପାଠକଙ୍କ ଉଦ୍ଦେଶ୍ୟରେ ଏକ ବୌଦ୍ଧିକ ପ୍ରୟାସ ମାତ୍ର ।
Author:
Milan Kundera
Publisher:
Black Eagle Books
Publication Date:
Nov 21, 2021
Number of pages:
312 pages
Language:
Oriya
Binding:
Paperback
ISBN-10:
1645602273
ISBN-13:
9781645602279